We use cookies and other technologies on this website to enhance your user experience.
By clicking any link on this page you are giving your consent to our Privacy Policy and Cookies Policy.
ମେଡିକାଲ ଉଇକିପିଡିଆ (ଅଫଲାଇନ) Zeichen

2023-12 by Kiwix Team


Sep 20, 2024

Über ମେଡିକାଲ ଉଇକିପିଡିଆ (ଅଫଲାଇନ)

ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ.

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ. (Powered by Kiwix http://www.kiwix.org/)

Was ist neu in der neuesten Version 2023-12

Last updated on Sep 20, 2024

Minor bug fixes and improvements. Install or update to the newest version to check it out!

Übersetzung wird geladen...

Zusätzliche APP Informationen

Aktuelle Version

ମେଡିକାଲ ଉଇକିପିଡିଆ (ଅଫଲାଇନ) Update anfordern 2023-12

Von hochgeladen

Chi Ly

Erforderliche Android-Version

Android 7.0+

Available on

Erhalt ମେଡିକାଲ ଉଇକିପିଡିଆ (ଅଫଲାଇନ) auf Google Play

Mehr anzeigen

ମେଡିକାଲ ଉଇକିପିଡିଆ (ଅଫଲାଇନ) Screenshots

Sprachen
Abonnieren Sie APKPure
Erhalten Sie als der Erste den Zugang zu Vorabversionen, Neuigkeiten und Anleitungen der besten Android-Spiele und -Apps.
Nein, danke
Anmeldung
Erfolgreich abonniert!
Sie haben jetzt APKPure abonniert.
Abonnieren Sie APKPure
Erhalten Sie als der Erste den Zugang zu Vorabversionen, Neuigkeiten und Anleitungen der besten Android-Spiele und -Apps.
Nein, danke
Anmeldung
Erfolg!
Sie sind jetzt unseren Newsletter abonniert.