We use cookies and other technologies on this website to enhance your user experience.
By clicking any link on this page you are giving your consent to our Privacy Policy and Cookies Policy.
ମେଡିକାଲ ଉଇକିପିଡିଆ (ଅଫଲାଇନ)-icoon

2023-12 by Kiwix Team


Sep 20, 2024

Over ମେଡିକାଲ ଉଇକିପିଡିଆ (ଅଫଲାଇନ)

ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ.

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ. (Powered by kiwix http://www.kiwix.org/)

Wat is er nieuw in de nieuwste versie 2023-12

Last updated on Sep 20, 2024

Minor bug fixes and improvements. Install or update to the newest version to check it out!

Vertaling Laden...

Aanvullende APP -informatie

Laatste Versie

Verzoek update van ମେଡିକାଲ ଉଇକିପିଡିଆ (ଅଫଲାଇନ) 2023-12

Geüpload door

Chi Ly

Android vereist

Android 7.0+

Available on

Verkrijg ମେଡିକାଲ ଉଇକିପିଡିଆ (ଅଫଲାଇନ) via Google Play

Meer Info

ମେଡିକାଲ ଉଇକିପିଡିଆ (ଅଫଲାଇନ) Screenshots

Talen
Abonneer u op APKPure
Wees de eerste die toegang krijgt tot de vroege release, nieuws en gidsen van de beste Android -games en apps.
Nee bedankt
Aanmelden
Succesvol ingeschreven!
Je bent nu geabonneerd op APKPure.
Abonneer u op APKPure
Wees de eerste die toegang krijgt tot de vroege release, nieuws en gidsen van de beste Android -games en apps.
Nee bedankt
Aanmelden
Succes!
Je bent nu geabonneerd op onze nieuwsbrief.